ଯିଶାଇୟ 39:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା। Faic an caibideilଓଡିଆ ବାଇବେଲ1 ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା। Faic an caibideilପବିତ୍ର ବାଇବଲ1 ସେହି ସମୟରେ ବାବିଲ ରାଜା ବଲ୍ଦନର ପୁତ୍ର ମରୋଦକ୍-ବଲ୍ଦନ୍ ହିଜକିୟ ନିକଟକୁ ପତ୍ର ଓ ଦର୍ଶନୀ ପଠାଇଲା। କାରଣ ହିଜକିୟଙ୍କର ଅସୁସ୍ଥତା ଓ ଆରୋଗ୍ୟ ଲାଭ ସେ ଶୁଣିଥିଲା। Faic an caibideil |