ଯିଶାଇୟ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।” Faic an caibideilପବିତ୍ର ବାଇବଲ (Re-edited) - (BSI)1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର। Faic an caibideilଓଡିଆ ବାଇବେଲ1 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।” Faic an caibideilପବିତ୍ର ବାଇବଲ1 ସେହି ସମୟରେ ସାତ ଜଣ ସ୍ତ୍ରୀ ଏକ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ଆମ୍ଭ ନିଜର ଅନ୍ନ ଭୋଜନ କରିବୁ ଓ ନିଜର ବସ୍ତ୍ର ପରିଧାନ କରିବୁ। ତୁମ୍ଭେ ଯଦି ଆମ୍ଭମାନଙ୍କୁ ବିବାହ କରିବ ତାହାହେଲେ ଆମ୍ଭେମାନେ ଆମ୍ଭମାନଙ୍କର ସମସ୍ତ କାର୍ଯ୍ୟ କରିବୁ। ଆମ୍ଭମାନଙ୍କୁ କେବଳ ତୁମ୍ଭର ନାମରେ ଖ୍ୟାତ କର ଓ ଆମ୍ଭମାନଙ୍କର ଲଜ୍ଜା ଅପମାନକୁ ଦୂର କର।” Faic an caibideil |