ଯିଶାଇୟ 40:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!” Faic an caibideilପବିତ୍ର ବାଇବଲ (Re-edited) - (BSI)9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାର-କାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ଵର କର, ଉଚ୍ଚସ୍ଵର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ଵରଣ! Faic an caibideilଓଡିଆ ବାଇବେଲ9 ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !” Faic an caibideilପବିତ୍ର ବାଇବଲ9 ହେ ଲୋକମାନେ, ସିୟୋନରେ ସୁସମାଗ୍ଭର ପ୍ରଗ୍ଭର କର, ଉଚ୍ଚ ପର୍ବତକୁ ଯାଅ। ଉଚ୍ଚ ସ୍ୱରରେ କୁହ, ହେ ଲୋକମାନେ ଯିରୁଶାଲମ ନିକଟରେ ସୁସମାଗ୍ଭର ପ୍ରଗ୍ଭର କର। ଜୋର୍ରେ କୁହ, ଭୟ କର ନାହିଁ। ଯିହୁଦା ନଗରୀକୁ କୁହ, “ଦେଖ, ଏହିଠାରେ ତୁମ୍ଭର ପରମେଶ୍ୱର।” Faic an caibideil |