ଯିଶାଇୟ 41:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେ ଧର୍ମରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ଵ କରାନ୍ତି; ସେ ତାହାର ଖଡ଼୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଅଗ୍ରରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି। Faic an caibideilଓଡିଆ ବାଇବେଲ2 ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି। Faic an caibideilପବିତ୍ର ବାଇବଲ2 ସେ ଧର୍ମରେ ଯାହାକୁ ନିଜ ଚରଣ ନିକଟକୁ ଡାକନ୍ତି ଏପରି ଏକ ବ୍ୟକ୍ତି ଯେକି ପୂର୍ବ ଦିଗରୁ ଆସିଛନ୍ତି, ତାଙ୍କୁ କିଏ ଉତ୍ପନ୍ନ କରିଛି? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାମାନଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି। ସେ ଖଡ଼୍ଗ ଦ୍ୱାରା ସେହି ଦେଶ ସମୂହକୁ ଧୂଳି ତୁଲ୍ୟ କରନ୍ତି ଓ ଧନୁ ସାହାଯ୍ୟରେ କୁଟାପରି ଉଡ଼ାଇ ଦିଅନ୍ତି। Faic an caibideil |
“ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”