ଯିଶାଇୟ 41:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ଵାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ । Faic an caibideilଓଡିଆ ବାଇବେଲ4 ଆଦ୍ୟରୁ ପୁରୁଷକୁ ପୁରୁଷ ଆହ୍ୱାନ କରି କିଏ ଏ କାର୍ଯ୍ୟ ସାଧନ କରିଅଛନ୍ତି ? ଆମ୍ଭେ ସଦାପ୍ରଭୁ ଆଦି, ପୁଣି ଶେଷକାଳୀନ ଲୋକମାନଙ୍କର ସଙ୍ଗରେ ହେଁ ଆମ୍ଭେ ସେହି ଅଟୁ। Faic an caibideilପବିତ୍ର ବାଇବଲ4 କିଏ ଆଦ୍ୟରୁ ପୁରୁଷକୁ ପୁରୁଷ ଧରି ଏକ କାର୍ଯ୍ୟ ସାଧନ କରିଅଛି? ଆମ୍ଭେ ସଦାପ୍ରଭୁ, ଆଦି ଓ ଶେଷକାଳ ପର୍ଯ୍ୟନ୍ତ ସଙ୍ଗରେ ଥାଉ, ଆମ୍ଭେ ସେହି ଅଟୁ। Faic an caibideil |