ଯିଶାଇୟ 42:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର। Faic an caibideilପବିତ୍ର ବାଇବଲ (Re-edited) - (BSI)10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ଵୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର। Faic an caibideilଓଡିଆ ବାଇବେଲ10 ହେ ସମୁଦ୍ରଗାମୀମାନେ ଓ ସମୁଦ୍ର ମଧ୍ୟସ୍ଥିତ ସମସ୍ତେ, ହେ ଦ୍ୱୀପଗଣ ଓ ତନ୍ନିବାସୀମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଓ ପୃଥିବୀର ପ୍ରାନ୍ତରୁ ତାହାଙ୍କର ପ୍ରଶଂସା ଗାନ କର। Faic an caibideilପବିତ୍ର ବାଇବଲ10 ହେ ଦ୍ୱୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀୟ ଲୋକମାନେ, ତୁମ୍ଭେମାନେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷୟରେ ଗାନ କର। Faic an caibideil |