ଯିଶାଇୟ 42:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ। Faic an caibideilଓଡିଆ ବାଇବେଲ11 ପ୍ରାନ୍ତର ଓ ତହିଁର ନଗରସକଳ, କେଦାରର ବସତି ଗ୍ରାମସକଳ ଉଚ୍ଚ ରବ କରନ୍ତୁ; ଶୈଳନିବାସୀମାନେ ଗାନ କରନ୍ତୁ, ପର୍ବତଗଣର ଶିଖରରୁ ସେମାନେ ମହାନାଦ କରନ୍ତୁ। Faic an caibideilପବିତ୍ର ବାଇବଲ11 ପ୍ରାନ୍ତର ଓ ତା'ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠାରେ କେଦାର ବାସ କରେ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଶେଲା ନିବାସୀମାନେ ଆନନ୍ଦରେ ଓ ଶାନ୍ତିରେ ବାସ କରନ୍ତି, ସେମାନେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ୱରରେ ଗାନ କରନ୍ତୁ। Faic an caibideil |