ଯିଶାଇୟ 42:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି; Faic an caibideilପବିତ୍ର ବାଇବଲ (Re-edited) - (BSI)5 ଯେ ଆକାଶମଣ୍ତଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ଵାସ ପ୍ରଶ୍ଵାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ଵର ଏହି କଥା କହନ୍ତି; Faic an caibideilଓଡିଆ ବାଇବେଲ5 ଯେ ଆକାଶମଣ୍ଡଳ ସୃଷ୍ଟି କରି ବିସ୍ତାର କଲେ; ଯେ ଭୂତଳ ଓ ତଦୁତ୍ପନ୍ନସକଳ ବିଛାଇଲେ; ଯେ ତହିଁ ଉପରିସ୍ଥ ସକଳ ଲୋକଙ୍କୁ ନିଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ତନ୍ମଧ୍ୟରେ ଗମନାଗମନକାରୀମାନଙ୍କୁ ପ୍ରାଣ ଦିଅନ୍ତି, ସେହି ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି; Faic an caibideilପବିତ୍ର ବାଇବଲ5 ଯେ ନବମଣ୍ଡଳ ସୃଷ୍ଟି କରି ଭୂମଣ୍ଡଳ ଉପରେ ବିସ୍ତାର କଲେ, ଯେ ପୃଥିବୀର ସକଳବସ୍ତୁ ସୃଷ୍ଟି କଲେ, ଯେ ସକଳ ଲୋକଙ୍କୁ ନିଃଶ୍ୱାସ ପ୍ରଶ୍ୱାସ ଦିଅନ୍ତି ଓ ସକଳ ଆତୟାତ ବ୍ୟକ୍ତିମାନଙ୍କୁ ଜୀବନ ଦିଅନ୍ତି, ସେହି ସଦାପ୍ରଭୁ ପ୍ରକୃତ ପରମେଶ୍ୱର ଏହି କଥା କୁହନ୍ତି। Faic an caibideil |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।