ଯିଶାଇୟ 43:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ଵର, ଇସ୍ରାଏଲର ଧର୍ମସ୍ଵରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ଵରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ୍ ଓ ଶିବା ଦେଶ ଦେଇଅଛୁ। Faic an caibideilଓଡିଆ ବାଇବେଲ3 କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ। Faic an caibideilପବିତ୍ର ବାଇବଲ3 କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଇସ୍ରାଏଲ ଧର୍ମସ୍ୱରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ୟ ସ୍ୱରୂପରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କୂଶ୍ ଓ ଶିବାଦେଶ ଦେଇଅଛୁ। Faic an caibideil |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”