ଯିଶାଇୟ 45:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ତାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ଵାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ଵର ଅଟୁ, ଏହା ତୁମ୍ଭେ ଜାଣି ପାରିବ। Faic an caibideilଓଡିଆ ବାଇବେଲ3 ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ। Faic an caibideilପବିତ୍ର ବାଇବଲ3 ପୁଣି ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା। ତାହାହେଲେ ତୁମ୍ଭେ ଜାଣିବ ଯେ ଆମ୍ଭେ ତୁମ୍ଭର ସଦାପ୍ରଭୁ ଓ ଆମ୍ଭେ ତୁମ୍ଭର ନାମ ଧରି ଆହ୍ୱାନ କରୁଥିଲୁ। ଆମ୍ଭେ ଇସ୍ରାଏଲର ପରମେଶ୍ୱର ଏହା ମଧ୍ୟ ତୁମ୍ଭେ ଜାଣି ପାରିବ। Faic an caibideil |