ଯିଶାଇୟ 45:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ। Faic an caibideilଓଡିଆ ବାଇବେଲ4 ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ। Faic an caibideilପବିତ୍ର ବାଇବଲ4 ଆମ୍ଭେ ଆମ୍ଭର ଦାସ ଯାକୁବ ନିମନ୍ତେ ଓ ଆମ୍ଭ ମନୋନୀତ ଇସ୍ରାଏଲ ନିମନ୍ତେ ଏହିକାର୍ଯ୍ୟ କରୁଅଛୁ। ତେଣୁ ଆମ୍ଭେ କୋରସ୍ ନାମଧରି ଡାକୁଅଛୁ। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ୟ ଆମ୍ଭେ ତୁମ୍ଭକୁ ସେହି ଉପାଧି ଦେଇଅଛୁ। Faic an caibideil |