ଯିଶାଇୟ 45:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ଵିତୀୟ କେହି ନାହିଁ। Faic an caibideilଓଡିଆ ବାଇବେଲ6 ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ। Faic an caibideilପବିତ୍ର ବାଇବଲ6 ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ସମସ୍ତ ଲୋକେ ଜାଣିବେ ଯେ ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭେ ସଦାପ୍ରଭୁ ଓ ଅଦ୍ୱିତୀୟ ଆଉ କେହି ନାହିଁ। Faic an caibideil |