ଯିଶାଇୟ 47:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନୋହିବ। Faic an caibideilଓଡିଆ ବାଇବେଲ1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ। Faic an caibideilପବିତ୍ର ବାଇବଲ1 “ଆଗୋ ବାବିଲର ଅନୁଢ଼ା କନ୍ୟା, ତଳକୁ ଓହ୍ଲାଇ ଆସି ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟା, ସିଂହାସନ ଛାଡ଼ି ଭୂମିରେ ବସ। କାରଣ ତୁମ୍ଭେମାନେ ଆଉ କୋମଳ ଓ କୁଆଁରୀକନ୍ୟା ବୋଲି ଖ୍ୟାତ ହେବ ନାହିଁ। Faic an caibideil |