ଯିଶାଇୟ 47:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;” Faic an caibideilପବିତ୍ର ବାଇବଲ (Re-edited) - (BSI)10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; Faic an caibideilଓଡିଆ ବାଇବେଲ10 କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; Faic an caibideilପବିତ୍ର ବାଇବଲ10 ତୁମ୍ଭେ ତୁମ୍ଭର ଦୁଷ୍ଟତା ଓ ମନ୍ଦକର୍ମ ଉପରେ ନିର୍ଭର କରି ନିଜକୁ ନିରାପଦ ମଣୁଅଛ; ତୁମ୍ଭେ ଭାବୁଛ, ‘କେହି ତୁମ୍ଭକୁ ଦେଖୁ ନାହିଁ।’ ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ତୁମ୍ଭେ ନିଜକୁ ‘ମହାନ ବୋଲି ଭାବୁଛ, ଆମ୍ଭ ଛଡ଼ା କେହି ନାହିଁ ବୋଲି କହୁଅଛ।’ Faic an caibideil |