ଯିଶାଇୟ 47:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରିପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ। Faic an caibideilଓଡିଆ ବାଇବେଲ11 ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍ ତୁମ୍ଭ ଉପରେ ଘଟିବ। Faic an caibideilପବିତ୍ର ବାଇବଲ11 “ତେଣୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ; ତୁମ୍ଭେ ଜାଣିବ ନାହିଁ ଏହା କେତେବେଳେ ଘଟିବ। ତୁମ୍ଭ ଉପରେ ବିପଦ ପଡ଼ିବ ମାତ୍ର ତୁମ୍ଭେ ତାହା ଦୂର କରି ପାରିବ ନାହିଁ। ତୁମ୍ଭେ ଏତେ ଶୀଘ୍ର ବିନାଶ ହେବ, ତାହା ତୁମ୍ଭେ ଜାଣିବ ନାହିଁ। Faic an caibideil |