ଯିଶାଇୟ 47:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ବାଲ୍ୟରୁ ଆପଣାର ଯେଉଁ ମାୟାବୀତ୍ଵ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ଵନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ। Faic an caibideilଓଡିଆ ବାଇବେଲ12 ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ। Faic an caibideilପବିତ୍ର ବାଇବଲ12 ବର୍ତ୍ତମାନ ତୁମ୍ଭେମାନେ ମାୟାବୀ ଯାଦୁବିଦ୍ୟା ଉପରେ ନିର୍ଭର କର, ଯାହା ତୁମ୍ଭେମାନେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭେମାନେ ସେଗୁଡ଼ିକୁ ବ୍ୟବହାରରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭେମାନେ ଜିତିପାର। Faic an caibideil |