ଯିଶାଇୟ 47:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ। Faic an caibideilଓଡିଆ ବାଇବେଲ3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ। Faic an caibideilପବିତ୍ର ବାଇବଲ3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ ଓ ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପ୍ରତିଶୋଧ ନେଲା ବେଳେ କେହି ତୁମ୍ଭର ସୁରକ୍ଷା ନିମନ୍ତେ ଆସିବେ ନାହିଁ। Faic an caibideil |
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।