ଯିଶାଇୟ 47:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ଵକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ନୋହିବ। Faic an caibideilଓଡିଆ ବାଇବେଲ5 ଆଗୋ କଲ୍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ। Faic an caibideilପବିତ୍ର ବାଇବଲ5 “ଆଗୋ କଲ୍ଦୀୟ କନ୍ୟାଗଣ, ତୁମ୍ଭେମାନେ ଅନ୍ଧାରକୁ ଯାଇ ନୀରବରେ ବସ। କାରଣ ତୁମ୍ଭେମାନେ ‘ରାଜ୍ୟର ଆଉ ରାଣୀ’ ବୋଲି କଥିତ ହେବ ନାହିଁ। Faic an caibideil |