ଯିଶାଇୟ 47:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ। Faic an caibideilପବିତ୍ର ବାଇବଲ (Re-edited) - (BSI)9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ଵ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ। Faic an caibideilଓଡିଆ ବାଇବେଲ9 ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ। Faic an caibideilପବିତ୍ର ବାଇବଲ9 ଏ ଉଭୟ ଘଟଣା ସହସା ଏକ ମୁହୂର୍ତ୍ତରେ ଘଟିବ। ପ୍ରଥମେ ସନ୍ତାନ ବିରହ ଓ ପରେ ବୈଧବ୍ୟ ତୁମ୍ଭ ପ୍ରତି ଘଟିବ। ତୁମ୍ଭର ଅପାର ଶକ୍ତିଶାଳୀ କୌଶଳ ଓ ମାୟାବୀତ୍ୱ କିଛି ସାହାଯ୍ୟ କରିବ ନାହିଁ। ଏ ଦୁଇଟି ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ। Faic an caibideil |