ଯିଶାଇୟ 48:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ଵରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ। Faic an caibideilଓଡିଆ ବାଇବେଲ1 ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ। Faic an caibideilପବିତ୍ର ବାଇବଲ1 ସଦାପ୍ରଭୁ କୁହନ୍ତି, “ହେ ଯାକୁବର ପରିବାର, ଯିହୁଦାର କଟିରୁ ଜନ୍ମ, ଇସ୍ରାଏଲ ପରି ଖ୍ୟାତ, ଦୟାକରି ମୋ’ କଥା ଶୁଣ। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା ଗାନ କରୁଅଛ। କିନ୍ତୁ ତୁମ୍ଭେମାନେ ଏହି କାର୍ଯ୍ୟ ସତ୍ୟ ଓ ଧାର୍ମିକତାରେ କରୁ ନାହିଁ। Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।