ଯିଶାଇୟ 48:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Faic an caibideilପବିତ୍ର ବାଇବଲ (Re-edited) - (BSI)2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ଵରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Faic an caibideilଓଡିଆ ବାଇବେଲ2 କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। Faic an caibideilପବିତ୍ର ବାଇବଲ2 “କାରଣ ସେମାନେ ନିଜକୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର କରନ୍ତି; ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ। Faic an caibideil |
“ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା।