ଯିଶାଇୟ 48:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ। Faic an caibideilପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ଵରୂପ ବୋଲି ଆମ୍ଭେ ଜାଣିଲୁ। Faic an caibideilଓଡିଆ ବାଇବେଲ4 ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ। Faic an caibideilପବିତ୍ର ବାଇବଲ4 କାରଣ ମୁଁ ଜାଣେ ତୁମ୍ଭେ ଅବାଧ୍ୟ; ମୋର ବାକ୍ୟ ତୁମ୍ଭେ ବିଶ୍ୱାସ କରିବାକୁ ଅସମ୍ମତ। ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ। Faic an caibideil |
ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।