ଯିଶାଇୟ 48:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହି ସବୁ ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ। Faic an caibideilପବିତ୍ର ବାଇବଲ (Re-edited) - (BSI)7 ସେସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, ଆମ୍ଭେ ସେସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ। Faic an caibideilଓଡିଆ ବାଇବେଲ7 ସେହି ସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, “ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।” Faic an caibideilପବିତ୍ର ବାଇବଲ7 ପୂର୍ବକାଳରୁ ନୁହେଁ, ମାତ୍ର ଏବେ ସେସବୁ ସୃଷ୍ଟ ହେଲା। ଆଜି ଦିନର ପୂର୍ବରୁ ତୁମ୍ଭେ ସେସବୁ ଶୁଣି ନ ଥିଲ। ‘ନଚେତ୍ ତୁମ୍ଭେ ଜାଣିଥିଲ ବୋଲି କହିଥା’ନ୍ତ।’ Faic an caibideil |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”