ଯିଶାଇୟ 48:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ଵରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷା; ହେବା। Faic an caibideilଓଡିଆ ବାଇବେଲ9 ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା। Faic an caibideilପବିତ୍ର ବାଇବଲ9 “ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ କ୍ରୋଧ ସମ୍ବରଣ କରିବା। ଏଥିପାଇଁ ତୁମ୍ଭକୁ ଉଚ୍ଛିନ୍ନ କରିବା ନାହିଁ। ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ। Faic an caibideil |