Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 49:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥସକଳ ଉଚ୍ଚ କରାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥ ସକଳ ଉଚ୍ଚ କରାଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

11 ପୁଣି, ଆମ୍ଭେ ଆପଣାର ପର୍ବତସବୁକୁ ଏକ ପଥ କରିବା ଓ ଆମ୍ଭର ରାଜପଥ ସକଳ ଉଚ୍ଚ କରାଯିବ।

Faic an caibideil Dèan lethbhreac

ପବିତ୍ର ବାଇବଲ

11 “ପୁଣି ଆମ୍ଭେ ଆମ୍ଭର ପର୍ବତଗୁଡ଼ିକୁ ଏକ ପଥ କରିବା ଓ ଆମ୍ଭର ରାଜପଥଗୁଡ଼ିକ ଉଚ୍ଚ କରାଯିବ।

Faic an caibideil Dèan lethbhreac




ଯିଶାଇୟ 49:11
12 Iomraidhean Croise  

ସେମାନେ ପ୍ରାନ୍ତରରେ ନିର୍ଜନ ପଥରେ ଭ୍ରମଣ କଲେ; ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।


ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ, ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନିଗଲେ।


ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।


ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।


ଦେଖ, ଆମ୍ଭେ ଏକ ନୂତନ କାର୍ଯ୍ୟ କରିବା; ତାହା ଏବେ ଅଙ୍କୁରିତ ହେବ; ତୁମ୍ଭେମାନେ କି ତାହା ଜାଣିବ ନାହିଁ? ଆହୁରି, ଆମ୍ଭେ ପ୍ରାନ୍ତର ମଧ୍ୟରେ ପଥ ଓ ମରୁଭୂମିରେ ନଦ-ନଦୀ କରିବା।


କାରଣ ତୁମ୍ଭେମାନେ ତରତର ହୋଇ ବାହାରି ଯିବ ନାହିଁ, କିଅବା ତୁମ୍ଭେମାନେ ପଳାୟନ କରି ବାହାରି ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ ଓ ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ପଶ୍ଚାଦ୍‍ବର୍ତ୍ତୀ ହେବେ।


ଆଉ, ସେ କହିବେ, “ତୁମ୍ଭେମାନେ ଉଚ୍ଚ କର, ଉଚ୍ଚ କର, ପଥ ପ୍ରସ୍ତୁତ କର, ଆମ୍ଭ ଲୋକମାନଙ୍କ ପଥରୁ ବିଘ୍ନ ଦୂର କର।”


ତୁମ୍ଭେମାନେ ଅଗ୍ରସର ହୁଅ, ନଗର-ଦ୍ୱାର ମଧ୍ୟଦେଇ ଅଗ୍ରସର ହୁଅ; ଲୋକମାନଙ୍କର ପଥ ପ୍ରସ୍ତୁତ କର; ଉଚ୍ଚ କର, ରାଜପଥ ଉଚ୍ଚ କର; ପ୍ରସ୍ତରସବୁ ବାହାର କରି ସଂଗ୍ରହ କର; ଗୋଷ୍ଠୀସମୂହ ନିମନ୍ତେ ଏକ ଧ୍ୱଜା ଉଠାଅ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


Lean sinn:

Sanasan


Sanasan