ଯିଶାଇୟ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେମାନଙ୍କ ଭୋଜିରେ ବୀଣା ଓ ନେବଲ, ତବଲା ଓ ବଂଶୀ ଓ ଦ୍ରାକ୍ଷାରସ ଥାଏନ୍ତ ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି। Faic an caibideilଓଡିଆ ବାଇବେଲ12 ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି। Faic an caibideilପବିତ୍ର ବାଇବଲ12 ତୁମ୍ଭେମାନେ ଭୋଜିର ଦ୍ରାକ୍ଷାରସ, ବୀଣା, ତବଲା ବଂଶୀ ଏବଂ ଅନ୍ୟାନ୍ୟ ବାଦ୍ୟଯନ୍ତ୍ର ରଖିଥାଅ। ମାତ୍ର ସଦାପ୍ରଭୁଙ୍କର କାର୍ଯ୍ୟ ଲକ୍ଷ୍ୟ କର ନାହିଁ। ସଦାପ୍ରଭୁଙ୍କର ହସ୍ତ ବହୁ ଜିନିଷ ତିଆରି କରିଛି ମାତ୍ର ତୁମ୍ଭେମାନେ ତାହା ଲକ୍ଷ୍ୟ କର ନାହିଁ। ତେଣୁ ଏହା ତୁମ୍ଭମାନଙ୍କ ପାଇଁ ସନ୍ତାପର କାରଣ ହେବ। Faic an caibideil |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।