ଯିଶାଇୟ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର! Faic an caibideilପବିତ୍ର ବାଇବଲ (Re-edited) - (BSI)18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର ! Faic an caibideilଓଡିଆ ବାଇବେଲ18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶଗଡ଼ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର ! Faic an caibideilପବିତ୍ର ବାଇବଲ18 ସେହି ଲୋକମାନଙ୍କୁ ଲକ୍ଷ୍ୟ କର। ଲୋକମାନେ ଶକଟ ରଜ୍ଜୁରେ ଟାଣିଲା ପରି ସେମାନେ ଅସାରତା ରୂପକ ରଜ୍ଜୁରେ ଅପରାଧ ଓ ପାପକୁ ପଛରୁ ଟାଣନ୍ତି। Faic an caibideil |