ଯିଶାଇୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ତ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Faic an caibideilଓଡିଆ ବାଇବେଲ2 ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Faic an caibideilପବିତ୍ର ବାଇବଲ2 ମୋର ପ୍ରିୟତମ କ୍ଷେତଟିକୁ ଖୋଳି ପଥର ପରିଷ୍କାର କଲେ। ସେଥିରେ ଅତି ଉତ୍ତମ ଦ୍ରାକ୍ଷାଲତା ରୋପଣ କଲେ। ସେ କ୍ଷେତର ମଧ୍ୟଭାଗରେ ଗୋଟିଏ ସୁନ୍ଦର ଏବଂ ଉଚ୍ଚଗୃହ ନିର୍ମାଣ କଲେ ଏବଂ ସେ ଦ୍ରାକ୍ଷାକୁଣ୍ଡ ତିଆରି କଲେ। ସେ ଭଲ ଅଙ୍ଗୁର ଧରିବା ପାଇଁ ଅପେକ୍ଷା କଲେ, କିନ୍ତୁ ଉତ୍ତମ ପରିବର୍ତ୍ତେ ବନ୍ୟ ଦ୍ରାକ୍ଷାଫଳ ଫଳିଲା। Faic an caibideil |
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।