Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।

Faic an caibideil Dèan lethbhreac

ଓଡିଆ ବାଇବେଲ

3 ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋ’ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।

Faic an caibideil Dèan lethbhreac

ପବିତ୍ର ବାଇବଲ

3 ତେଣୁ ପରମେଶ୍ୱର କହିଲେ, “ହେ ଯିରୁଶାଲମ ଓ ଯିହୁଦାର ଲୋକମାନେ ମୋର ଓ ମୋର ଦ୍ରାକ୍ଷାକ୍ଷେତ ବିଷୟରେ ବିଗ୍ଭର କର।

Faic an caibideil Dèan lethbhreac




ଯିଶାଇୟ 5:3
10 Iomraidhean Croise  

ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”


Lean sinn:

Sanasan


Sanasan