ଯିଶାଇୟ 55:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା। Faic an caibideilପବିତ୍ର ବାଇବଲ (Re-edited) - (BSI)3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା। Faic an caibideilଓଡିଆ ବାଇବେଲ3 କର୍ଣ୍ଣ ଡେର ଓ ଆମ୍ଭ ନିକଟକୁ ଆସ; ଶୁଣ, ତହିଁରେ ତୁମ୍ଭମାନଙ୍କର ପ୍ରାଣ ବଞ୍ଚିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ସହିତ ଏକ ନିତ୍ୟସ୍ଥାୟୀ ନିୟମ, ଅର୍ଥାତ୍, ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା। Faic an caibideilପବିତ୍ର ବାଇବଲ3 କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା। Faic an caibideil |