ଯିଶାଇୟ 57:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ନୋହିବ। Faic an caibideilଓଡିଆ ବାଇବେଲ12 ଆମ୍ଭେ ତୁମ୍ଭର ଧାର୍ମିକତା ପ୍ରକାଶ କରିବା; ପୁଣି, ତୁମ୍ଭର କର୍ମସକଳ ତୁମ୍ଭର ଉପକାରୀ ହେବ ନାହିଁ। Faic an caibideilପବିତ୍ର ବାଇବଲ12 ଆମ୍ଭେ ତୁମ୍ଭର ‘ଧାର୍ମିକତା’ ପ୍ରକାଶ କରିବା। ପୁଣି ତୁମ୍ଭର ‘ସକଳ କର୍ମ’ ତୁମ୍ଭର ଉପକାରରେ ଆସିବ ନାହିଁ। Faic an caibideil |