ଯିଶାଇୟ 57:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ। Faic an caibideilଓଡିଆ ବାଇବେଲ3 ହେ ଗଣିକାର ପୁତ୍ରଗଣ, ପାରଦାରିକ ଓ ବେଶ୍ୟାର ବଂଶ, ତୁମ୍ଭେମାନେ ନିକଟକୁ ଆସ। Faic an caibideilପବିତ୍ର ବାଇବଲ3 “ହେ ଯାଦୁକାର ଓ ବ୍ୟଭିଗ୍ଭରିଣୀ ଓ ବ୍ୟଭିଗ୍ଭରିଣୀର ସନ୍ତାନଗଣ ନିକଟକୁ ଆସ। Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।