ଯିଶାଇୟ 57:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ? Faic an caibideilପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେମାନେ ଅଲୋନ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ? Faic an caibideilଓଡିଆ ବାଇବେଲ5 ତୁମ୍ଭେମାନେ ଅଲୋନ୍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ? Faic an caibideilପବିତ୍ର ବାଇବଲ5 ଅଲୋନବୃକ୍ଷ ତଳେ ତୁମ୍ଭର କ’ଣ ଶାରୀରିକ ସମ୍ବନ୍ଧ କରି ନାହଁ? ପ୍ରତ୍ୟେକ ହରିତ୍ ବୃକ୍ଷ ତଳେ ତୁମ୍ଭେ କ’ଣ ନିଜକୁ ଉପଭୋଗ କରୁ ନାହଁ? ତୁମ୍ଭେମାନେ ଉପତ୍ୟକାଗୁଡ଼ିକର ଶୈଳଗୁଡ଼ିକର ପର୍ବତ ତଳେ ସନ୍ତାନଗଣକୁ କ’ଣ ବଳିଦାନ କରୁ ନାହଁ? Faic an caibideil |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।