ଯିଶାଇୟ 57:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ। Faic an caibideilଓଡିଆ ବାଇବେଲ8 ପୁଣି, କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମରଣାର୍ଥକ ସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭ ଛଡ଼ା ଅନ୍ୟ ପ୍ରତି ଆପଣାକୁ ଅନାବୃତ କରି ଉପରକୁ ଯାଇଅଛ; ତୁମ୍ଭେ ଆପଣା ଶଯ୍ୟା ବଢ଼ାଇ ସେମାନଙ୍କ ସଙ୍ଗେ ନିୟମ କରିଅଛ; ତୁମ୍ଭେ ଯେଉଁଠାରେ ସେମାନଙ୍କ ଶଯ୍ୟା ଦେଖିଲ, ତାହା ଭଲ ପାଇଅଛ। Faic an caibideilପବିତ୍ର ବାଇବଲ8 ପୁଣି କବାଟ ଓ ଚୌକାଠର ପଛରେ ତୁମ୍ଭେ ତୁମ୍ଭର ସ୍ମୃତିସ୍ତମ୍ଭ ସ୍ଥାପନ କରିଅଛ; କାରଣ ତୁମ୍ଭେ ଆମ୍ଭକୁ ଛାଡ଼ି ଅନ୍ୟପ୍ରତି ନିଜକୁ ଅନାବୃତ କରି ଉପରକୁ ଯାଇଅଛ। ତୁମ୍ଭେ ନିଜର ଶଯ୍ୟା ବଢ଼ାଇ ସେମାନଙ୍କ ସହିତ ଚୁକ୍ତି କରିଅଛି। ତୁମ୍ଭେ ଯେଉଁଠାରେ ଶଯ୍ୟା ଦେଖିଲ ତାହା ଭଲ ପାଇଅଛ। Faic an caibideil |