ଯିଶାଇୟ 59:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ। Faic an caibideilଓଡିଆ ବାଇବେଲ1 ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ। Faic an caibideilପବିତ୍ର ବାଇବଲ1 ମୁଁ ଏଠାରେ ଦେଖୁଛି, ଦେଖ! ସଦାପ୍ରଭୁଙ୍କର ହସ୍ତ ଏତେ ଛୋଟ ହୋଇଯାଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହୋଇ ନାହିଁ। Faic an caibideil |
ଆମ୍ଭେ ଯେତେବେଳେ ଆସିଲୁ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଯେତେବେଳେ ଡାକିଲୁ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦ-ନଦୀକୁ ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ।