ଯିଶାଇୟ 6:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।” Faic an caibideilପବିତ୍ର ବାଇବଲ (Re-edited) - (BSI)3 ଆଉ, ସେମାନେ ପରସ୍ପର ଡାକି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ। Faic an caibideilଓଡିଆ ବାଇବେଲ3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।” Faic an caibideilପବିତ୍ର ବାଇବଲ3 ସେମାନେ ପରସ୍ପରକୁ ଡାକି କହୁଥିଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ। ତାଙ୍କର ମହିମା ସମଗ୍ର ପୃଥିବୀରେ ବ୍ୟାପିଯାଇଛି।” ସେହି ଦେବଦୂତମାନଙ୍କର ସ୍ୱର ଅତି ଉଚ୍ଚ ଥିଲା। Faic an caibideil |