ଯିଶାଇୟ 60:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ। Faic an caibideilଓଡିଆ ବାଇବେଲ3 ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ। Faic an caibideilପବିତ୍ର ବାଇବଲ3 ପୁଣି ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାମାନେ ତୁମ୍ଭ ଅରୁଣାଲୋକ ନିକଟକୁ ଆସିବେ। Faic an caibideil |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”