ଯିଶାଇୟ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? Faic an caibideilପବିତ୍ର ବାଇବଲ (Re-edited) - (BSI)13 ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ? Faic an caibideilଓଡିଆ ବାଇବେଲ13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ? Faic an caibideilପବିତ୍ର ବାଇବଲ13 ତା'ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ। Faic an caibideil |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।