ଯିଶାଇୟ 7:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ। Faic an caibideilପବିତ୍ର ବାଇବଲ (Re-edited) - (BSI)14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ। Faic an caibideilଓଡିଆ ବାଇବେଲ14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ। Faic an caibideilପବିତ୍ର ବାଇବଲ14 ମାତ୍ର ମୋର ପ୍ରଭୁ ପରମେଶ୍ୱର ଏକ ଚିହ୍ନ ଦେଖାଇବେ। ଦେଖ, ଏକ ଯୁବତୀ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତା'ର ନାମ ସେ ଇମ୍ମାନୁୟେଲ ଦେବ। Faic an caibideil |