ଯିଶାଇୟ 7:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ। Faic an caibideilଓଡିଆ ବାଇବେଲ16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ। Faic an caibideilପବିତ୍ର ବାଇବଲ16 ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ୟ କରିବା ଜାଣିବା ପୂର୍ବରୁ ତୁମ୍ଭେମାନେ ଇଫ୍ରୟିମକୁ ଓ ଅରାମକୁ ତ୍ୟାଗ କରିବ। କାରଣ “ତୁମ୍ଭେମାନେ ସେହି ଦୁଇ ରାଜାଙ୍କୁ ଘୃଣା କରିଅଛ। Faic an caibideil |