ଯିଶାଇୟ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିଉତ୍ତାରେ ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଅନନ୍ତର ଦାଉଦ-ବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା। Faic an caibideilଓଡିଆ ବାଇବେଲ2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା। Faic an caibideilପବିତ୍ର ବାଇବଲ2 ଅନନ୍ତର ଦାଉଦ ବଂଶକୁ ଏକ ବାର୍ତ୍ତା ପଠାଗଲା। ସେହି ବାର୍ତ୍ତାଟି ହେଲା, “ଅରାମ ଓ ଇସ୍ରାଏଲ ସୈନ୍ୟମାନେ ଏକତ୍ରିତ ହୋଇଛନ୍ତି ଏବଂ ସେମାନେ ଏକତ୍ର ଶିବିର ସ୍ଥାପନ କରିଛନ୍ତି।” ଯେତେବେଳେ ରାଜା ଆହସ ଏହି କଥା ଶୁଣିଲେ ସେ ଏବଂ ତାଙ୍କର ଲୋକମାନେ ଭୟଭୀତ ହୋଇପଡ଼ିଲେ। ପବନରେ ବୃକ୍ଷଗୁଡ଼ିକ ଦୋହଲିଲା ପରି ସେମାନେ ଭୟରେ କମ୍ପିତ ହେଲେ। Faic an caibideil |
ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”