ଯିଶାଇୟ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)8 କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; Faic an caibideilଓଡିଆ ବାଇବେଲ8 କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; Faic an caibideilପବିତ୍ର ବାଇବଲ8 ଯେତେବେଳେ ରତ୍ସୀନ ଦମ୍ମେଶକର ରାଜା ହେବେ ଏହା ଘଟିବ ନାହିଁ। କାରଣ ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଇସ୍ରାଏଲ ଏପରି ଖଣ୍ଡ ବିଖଣ୍ଡିତ ହେବ ଯେ ତାହା ଏକ ଗୋଷ୍ଠୀ ହୋଇ ରହିବ ନାହିଁ। Faic an caibideil |
ସେତେବେଳେ ସେମାନେ ଯିରୁବ୍ବାବିଲ୍ ଓ ପିତୃବଂଶ ପ୍ରଧାନବର୍ଗଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କ ସଙ୍ଗେ ନିର୍ମାଣ କରୁ; କାରଣ ଯେପରି ତୁମ୍ଭେମାନେ, ସେପରି ଆମ୍ଭେମାନେ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରୁଅଛୁ; ଆଉ, ଅଶୂରୀୟ ରାଜା ଏସର୍ହଦ୍ଦୋନ୍, ଯେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛି, ତାହାର ସମୟଠାରୁ ଆମ୍ଭେମାନେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁଅଛୁ।”