ଯିଶାଇୟ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି ସେ ତୁମ୍ଭମାନଙ୍କର ଭୟ-ସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସ-ଭୂମି ହେଉନ୍ତୁ। Faic an caibideilଓଡିଆ ବାଇବେଲ13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ। Faic an caibideilପବିତ୍ର ବାଇବଲ13 ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ତୁମ୍ଭେ କେବଳ ଭୟ କର। ତାଙ୍କୁ ହିଁ କେବଳ ଭକ୍ତି କରିବ। ସେହି ହେଉଛନ୍ତି ଏକମାତ୍ର ଯାହାଙ୍କୁ ତୁମ୍ଭେ ଭୟ କର। Faic an caibideil |