Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 8:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ଅନେକ ଲୋକ ତଦ୍ଦ୍ଵାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।

Faic an caibideil Dèan lethbhreac

ଓଡିଆ ବାଇବେଲ

15 ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ଅନେକ ଲୋକ ଏହି ପଥରଦ୍ୱାରା ପତିତ ହେବେ। ସେମାନେ ପତିତ ହୋଇ ଭଗ୍ନ ହେବେ ଏବଂ ଫାଶରେ ପଡ଼ି ବାନ୍ଧି ହୋଇଯିବେ।

Faic an caibideil Dèan lethbhreac




ଯିଶାଇୟ 8:15
12 Iomraidhean Croise  

ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ଆମ୍ଭେମାନେ ଅନ୍ଧ ଲୋକ ପରି କାନ୍ଥ ପାଇଁ ଦରାଣ୍ଡି ହେଉ, ହଁ, ଚକ୍ଷୁହୀନ ଲୋକମାନଙ୍କ ପରି ଆମ୍ଭେମାନେ ଦରାଣ୍ଡି ହେଉ; ଆମ୍ଭେମାନେ ସନ୍ଧ୍ୟାବେଳ ପରି ମଧ୍ୟାହ୍ନ କାଳରେ ଝୁଣ୍ଟି ପଡ଼ୁ; ଆମ୍ଭେମାନେ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରେ ମୃତ ଲୋକଙ୍କ ପରି ଅଛୁ।


ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।’”


ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”


ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”


ସେହି ସମୟଠାରୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ବିମୁଖ ହୋଇ ବାହାରିଗଲେ, ପୁଣି, ତାହାଙ୍କ ସାଙ୍ଗରେ ଆଉ ଗମନାଗମନ କଲେ ନାହିଁ।


କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,


କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,


Lean sinn:

Sanasan


Sanasan