Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦାମାସ୍କସ୍ ଧନ ଓ ଶମରୀୟାର ଲୁଟ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।

Faic an caibideil Dèan lethbhreac

ଓଡିଆ ବାଇବେଲ

4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”

Faic an caibideil Dèan lethbhreac

ପବିତ୍ର ବାଇବଲ

4 ଏ ନାମ କାହିଁକି ରଖାଯିବ। କାରଣ ବାଳକଟି “ପିତାମାତା” ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବରୁ ପରମେଶ୍ୱର ସମସ୍ତ ଧନ ସମ୍ପଦ ଦମ୍ମେଶକରୁ ଓ ଶମରିୟାରୁ ନେଇଯାଇଥିବେ ଏବଂ ସେ ସମସ୍ତ ଧନକୁ ଅଶୂର ରାଜାଙ୍କୁ ଦେଇ ଦେବେ।’

Faic an caibideil Dèan lethbhreac




ଯିଶାଇୟ 8:4
16 Iomraidhean Croise  

ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।


ତାଙ୍କ ବିରୁଦ୍ଧରେ ଅଶୂରର ରାଜା ଶଲ୍‍ମନେଷର ଆସିଲା; ତହିଁରେ ହୋଶେୟ ତାହାର ଦାସ ହେଲେ ଓ ତାହା ନିକଟକୁ ଦର୍ଶନୀ ଆଣିଲେ।


ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।


ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସବୁ ଇସ୍ରାଏଲ-ସନ୍ତାନଗଣର ଗୌରବ ତୁଲ୍ୟ ହେବ।


ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।


ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;


ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”


ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”


ଯେତେବେଳେ ସନ୍ତାନମାନେ ଜନ୍ମ ହୋଇ ନ ଥିଲେ, ଆଉ ଭଲ କିମ୍ବା ମନ୍ଦ କିଛି କରି ନ ଥିଲେ, ସେତେବେଳେ କର୍ମ ହେତୁ ନୁହେଁ, ମାତ୍ର ଆହ୍ୱାନକାରୀଙ୍କ ଇଚ୍ଛା ହେତୁ ନିର୍ବାଚନ ଅନୁସାରେ ଈଶ୍ବରଙ୍କ ସଂକଳ୍ପ ଯେପରି ସ୍ଥିର ରହେ,


ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।


Lean sinn:

Sanasan


Sanasan