Biblia Todo Logo
Bìoball air-loidhne

- Sanasan -




ଯିଶାଇୟ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ।

Faic an caibideil Dèan lethbhreac

ଓଡିଆ ବାଇବେଲ

9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।

Faic an caibideil Dèan lethbhreac

ପବିତ୍ର ବାଇବଲ

9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭେମାନେ ପରାସ୍ତ ହେବ। ହେ ଦୂର ଦେଶୀୟ ଲୋକମାନେ, ତୁମ୍ଭେମାନେ ଧ୍ୟାନପୂର୍ବକ ଶୁଣ। ତୁମ୍ଭେମାନେ ଯୁଦ୍ଧପାଇଁ ପ୍ରସ୍ତୁତ ହେଲେବି ତୁମ୍ଭେମାନେ ପରାଜିତ ହେବ।

Faic an caibideil Dèan lethbhreac




ଯିଶାଇୟ 8:9
24 Iomraidhean Croise  

ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”


ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ଡିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷାପ୍ରାପ୍ତ ହେବେ।


ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।


ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ସହସ୍ର ଲୋକ ସଂହାର କଲେ; ପୁଣି, ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସମସ୍ତେ ମୃତ ଶବ।


ଦେଖ, ଲୋକମାନେ ଏକମେଳ ହୋଇ ପାରନ୍ତି, ମାତ୍ର ଆମ୍ଭ ଦ୍ୱାରା ନୁହେଁ; ଯେକେହି ତୁମ୍ଭ ବିପକ୍ଷରେ ଏକମେଳ ହୁଏ, ସେ ତୁମ୍ଭ ହେତୁ ପତିତ ହେବ।


ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ, ସଦାପ୍ରଭୁ କହନ୍ତି, ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।


“ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ।


ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ।


ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା;


ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ।


ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।


ପୁଣି ଏସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।


Lean sinn:

Sanasan


Sanasan