ଯିଶାଇୟ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; Faic an caibideilଓଡିଆ ବାଇବେଲ11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; Faic an caibideilପବିତ୍ର ବାଇବଲ11 ତେଣୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ଲଢ଼ିବାକୁ ଏକ ଗୋଷ୍ଠୀ ପ୍ରସ୍ତୁତ କରିବେ। ସଦାପ୍ରଭୁ ରତ୍ସୀନର ବିପକ୍ଷଗଣଙ୍କୁ ତାଙ୍କ ବିରୁଦ୍ଧରେ ପଠାଇବେ। Faic an caibideil |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।