ଯିଶାଇୟ 9:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି, Faic an caibideilପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି, Faic an caibideilଓଡିଆ ବାଇବେଲ3 ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି, Faic an caibideilପବିତ୍ର ବାଇବଲ3 ହେ ପରମେଶ୍ୱର, ତୁମ୍ଭେ ସେହି ଗୋଷ୍ଠୀର ବୁଦ୍ଧିର କାରଣ ହେବ। ତୁମ୍ଭେ ସେହି ଲୋକମାନଙ୍କୁ ସୁଖୀ କରିବ ଏବଂ ସେହି ଲୋକମାନେ ତୁମ୍ଭକୁ ସେମାନଙ୍କର ଆନନ୍ଦ ଦେଖାଇବେ। ଏହି ଆନନ୍ଦ ଶସ୍ୟ ସମୟରେ ଉଲ୍ଲାସ ପରି ହେବ। ପୁଣି ଏହି ଆନନ୍ଦ ଉଲ୍ଲାସ ଲୁଣ୍ଠନ ଦ୍ରବ୍ୟକୁ ଭାଗ କଲାବେଳେ ଯେପରି ହୁଏ ସେହିପରି ହେବ। Faic an caibideil |