ଯିଶାଇୟ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ। Faic an caibideilପବିତ୍ର ବାଇବଲ (Re-edited) - (BSI)4 କାରଣ ମିଦୀୟନର ଦିନରେ ଯେପରି, ସେପରି ତୁମ୍ଭେ ତାହାର ଭାର ସ୍ଵରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ତ ଭାଙ୍ଗି ପକାଇଅଛ। Faic an caibideilଓଡିଆ ବାଇବେଲ4 କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ। Faic an caibideilପବିତ୍ର ବାଇବଲ4 ଏପରି କାହିଁକି ହେବ, କାରଣ ତୁମ୍ଭେ ସେମାନଙ୍କର ଶକ୍ତ ଭାର ବହନ କରିବ। ସେମାନଙ୍କର ସ୍କନ୍ଧସ୍ଥିତ ଯୁଆଳି ଓ ବାହୁଙ୍ଗି ଯାହାକୁ ଶତ୍ରୁମାନେ ତୁମ୍ଭର ଲୋକଙ୍କୁ ଦଣ୍ଡ ଦେବାକୁ ବ୍ୟବହାର କରୁଥିଲେ ତାକୁ ତୁମ୍ଭେ ଦୂର କରିବ। ମିଦିୟନକୁ ପରାଜିତ କଲାଭଳି ଏହା ହେବ। Faic an caibideil |