ଯାକୁବଙ୍କ ପତ୍ର 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର। Faic an caibideilପବିତ୍ର ବାଇବଲ (Re-edited) - (BSI)1 ଈଶ୍ଵରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ଵାଦଶ ଗୋଷ୍ଠୀଙ୍କୁ ନମସ୍କାର। Faic an caibideilଓଡିଆ ବାଇବେଲ1 ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର । Faic an caibideilପବିତ୍ର ବାଇବଲ (CL) NT (BSI)1 ସମଗ୍ର ପୃଥିବୀରେ ଛନ୍ନଭିନ୍ନ ହୋଇ ରହିଥିବା ଈଶ୍ୱରଙ୍କ ଲୋକମାନଙ୍କୁ ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବ ନମସ୍କାର ଜଣାଇ ଏହି ପିତ୍ର ଲେଖୁଛନ୍ତି। Faic an caibideilପବିତ୍ର ବାଇବଲ1 ମୁଁ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଯାକୁବ, ସାରା ପୃଥିବୀରେ ବ୍ୟାପି ହୋଇ ରହିଥିବା ପ୍ରଭୁଙ୍କ ଲୋକମାନଙ୍କୁ ନମସ୍କାର ଜଣାଏ। Faic an caibideil |